ଦ୍ଵିତୀୟ ବିବରଣ 1:2 - ପବିତ୍ର ବାଇବଲ2 ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଯାତ୍ରା ସାଧାରଣତଃ ଏଗାର ଦିନ ଲାଗେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ। Gade chapit laଓଡିଆ ବାଇବେଲ2 “ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ। Gade chapit la |
ଦିନେ ଯିହୁଦା ପରିବାରବର୍ଗଠାରୁ କିଛି ଲୋକ ଗିଲ୍ଗଲ୍ରେ ଥିବା ଯିହୋଶୂୟଙ୍କ ନିକଟକୁ ଗଲେ। ସେହି ଲୋକମାନଙ୍କ ମଧ୍ୟରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀୟ ଯିଫୁନ୍ନିର ପୁତ୍ର ଥିଲା। କାଲେବ୍ ଯିହୋଶୂୟଙ୍କୁ କହିଲେ, “ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ୱର କାଦେଶ ବର୍ଣ୍ଣେୟରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସେବକ ମୋଶାଙ୍କୁ କହିଥିଲେ ଯାହା ତୁମ୍ଭ ବିଷୟରେ ଓ ମୋ’ ବିଷୟ।