Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:3 - ପବିତ୍ର ବାଇବଲ

3 କିନ୍ତୁ ଏହାଥିଲା ଗ୍ଭଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ମୋଶା ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ସଦାପ୍ରଭୁଙ୍କର ବାକ୍ୟମାନ କହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ଯେ ଯେ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,

Gade chapit la Kopi




ଦ୍ଵିତୀୟ ବିବରଣ 1:3
6 Referans Kwoze  

ଏହା ପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ। ପୁଣି ଇସ୍ରାଏଲର ଲୋକମାନେ ମିଶରରୁ ବାହାର ହୋଇ ଆସିବାର ଗ୍ଭଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।


ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସେମାନେ କାଦେଶରେ ବାସ କଲେ। ମରିୟମ ସେହି ସ୍ଥାନରେ ମୃତ୍ୟୁବରଣ କଲେ ଓ ତାଙ୍କୁ ସେଠାରେ କବର ଦିଆଗଲା।


ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗି‌ଲ୍‌ଗ‌ଲ୍‌ଠାରେ ଛାଉଣି ସ୍ଥାପନ କଲେ।


ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣଙ୍କ ଉଦ୍ଦେଶ୍ୟରେ ମୋଶାଙ୍କୁ ପ୍ରଦାନ କରିଥିଲେ।


ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସ ପ୍ରଥମ ଦିନରେ ଇସ୍ରାଏଲର ଲୋକମାନେ ମିଶର ଛାଡ଼ିଲାପରେ, ସଦାପ୍ରଭୁ ସୀନୟ ମରୁଭୂମିରେ ସମାଗମ-ତମ୍ବୁ ମଧ୍ୟରେ ମେଶାଙ୍କୁ କହିଲେ,


Swiv nou:

Piblisite


Piblisite