Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:43 - ପବିତ୍ର ବାଇବଲ

43 “ମୁଁ ତୁମ୍ଭମାନଙ୍କୁ ଏହା କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କର ଆଦେଶ ବିରୁଦ୍ଧରେ ବିଦ୍ରୋହ କଲ। ନିଜ ବଳରେ ଯୁଦ୍ଧ କରିବା ପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଚଢ଼ିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଉପରକୁ ଚଢ଼ିଗଲ।

Gade chapit la Kopi

ଓଡିଆ ବାଇବେଲ

43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।

Gade chapit la Kopi




ଦ୍ଵିତୀୟ ବିବରଣ 1:43
8 Referans Kwoze  

ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ। ମାତ୍ର ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଓ ମୋଶା ସେମାନଙ୍କ ସହିତ ଗଲେ ନାହିଁ।


ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜି‌ଦ୍‌ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।


ମାତ୍ର ସେମାନେ ସଦାପ୍ରଭୁଙ୍କ ବିପକ୍ଷରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ରଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସେମାନଙ୍କର ଶତ୍ରୁ ହୋଇଗଲେ ଓ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ତହୁଁ ସେମାନେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି ସେମାନେ କହିଲେ, “ଦେଖ ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଥିଲେ, ସେହି ସ୍ଥାନକୁ ଯିବା, କାରଣ ଆମ୍ଭେମାନେ ପାପ କରିଅଛୁ।”


“ଯଦି ଯେଉଁ ବ୍ୟକ୍ତି ଉଦ୍ଦେଶ୍ୟମୂଳକ ଭାବରେ ପାପକର୍ମ କରେ ସେ ଇସ୍ରାଏଲୀୟ କି ବିଦେଶୀ ମୂଳ ସ୍ଥାୟୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତେବେ ସେ ବ୍ୟକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହେବ।


“ଯେଉଁ ବ୍ୟକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ଯିଏ କି ଛିଡ଼ା ହୁଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସେବା କରେ, ତାକୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତେଣୁ ତୁମ୍ଭେ ଇସ୍ରାଏଲରୁ କୁକର୍ମ ବାହାର କରିଦେବା ଉଚିତ୍।


“କିନ୍ତୁ ତୁମ୍ଭେ ସେ ଦେଶକୁ ଯିବାକୁ ମନା କରିଦେଲ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ବିରୁଦ୍ଧରେ ବିଦ୍ରୋହାଚରଣ କଲ।


Swiv nou:

Piblisite


Piblisite