Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:5 - ପବିତ୍ର ବାଇବଲ

5 ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀର ପୂର୍ବପାରିରେ ଥିଲେ, ଯାହାକି ମୋୟାବ ଦେଶରେ ଥିଲା ଏବଂ ମୋଶା ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।

Gade chapit la Kopi

ଓଡିଆ ବାଇବେଲ

5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 1:5
8 Referans Kwoze  

ସେ ସେମାନଙ୍କୁ କହିଲେ, “ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁସବୁ କଥା କହିଲି, ତୁମ୍ଭେମାନେ ସେଥିପ୍ରତି ଧ୍ୟାନ ଦିଅ। ଏବଂ ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଏହା ଶିକ୍ଷା ଦେଇ ସେହି ବିଧି ଅନୁସାରେ ଚଳିବାକୁ ନିର୍ଦ୍ଦେଶ ଦିଅ।


ଏହା ପରେ ମୋଶା ବ୍ୟବସ୍ଥା ଲେଖି ଲେବୀ ବଂଶୀୟ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବାହକ ଥିଲେ। ମୋଶା ଇସ୍ରାଏଲ ପ୍ରାଚୀନବର୍ଗମାନଙ୍କୁ ମଧ୍ୟ ଏହି ବ୍ୟବସ୍ଥା ଦେଲେ।


ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ।


ସଦାପ୍ରଭୁ ହି‌ଷ୍‌ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓ‌ଗ୍‌କୁ ଇଦ୍ରିୟୀରେ ପରାସ୍ତ କଲାପରେ।


“ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ କହିଥିଲେ। ସେ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ ସମୟ ବାସ କରିଅଛ।


ଏହା ପରେ ମୋଶା ଇସ୍ରାଏଲୀୟ ସନ୍ତାନଗଣର ସମ୍ମୁଖରେ ଏହି ପରମେଶ୍ୱରଙ୍କ ବ୍ୟବସ୍ଥା କଲେ।


ସିୟୋନ ଦେଶରେ ଇମୋରୀୟମାନଙ୍କର ରାଜା ଯିଏକି ଯର୍ଦ୍ଦନ ନଦୀର ବିପରିତ ପାର୍ଶ୍ୱରେ ଥିବା ବୈ‌‌‌ତ୍‌‌‌ପିୟୋର ସମ୍ମୁଖରେ ହି‌ଷ୍‌ବୋନ୍ ଉପତ୍ୟକାରେ ଶାସନ କରୁଥିଲେ। କାରଣ ମିଶରରୁ ବାହାରି ଆସିବା ବେଳେ ମୋଶା ଓ ଇସ୍ରାଏଲର ଲୋକମାନେ ତାଙ୍କୁ ପରାସ୍ତ କଲେ।


Swiv nou:

Piblisite


Piblisite