ଦ୍ଵିତୀୟ ବିବରଣ 1:7 - ପବିତ୍ର ବାଇବଲ7 ଇମୋରୀୟମାନଙ୍କ ପର୍ବତ ଦେଶକୁ ଯାଅ। ତୁମ୍ଭେ ସେହି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡ଼ିକୁ ଯାଅ, ପର୍ବତମୟ ଦେଶ, ଯର୍ଦ୍ଦନର ଉପତ୍ୟକାକୁ ତଳଭୂମି, ମରୁଭୂମି ଏବଂ ସମୁଦ୍ର ଉପକୂଳ ସମେତ କିଣାନୀୟମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦେଇ ଫରାତ୍ ନଦୀ ପର୍ଯ୍ୟନ୍ତ ଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। Gade chapit laଓଡିଆ ବାଇବେଲ7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”