Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 10:10 - ପବିତ୍ର ବାଇବଲ

10 “ପ୍ରଥମଥର ପରି ମୁଁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପର୍ବତରେ ରହିଲି। ଏହିଥର ମଧ୍ୟ ପରମେଶ୍ୱର ମୋ’ କଥା ଶୁଣିଲେ, କାରଣ ସେ ତୁମ୍ଭକୁ ବିନାଶ କରିବା ପାଇଁ ଗ୍ଭହିଁଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପ୍ରଥମଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେଥର ହିଁ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,

Gade chapit la Kopi

ଓଡିଆ ବାଇବେଲ

10 ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋ’ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,

Gade chapit la Kopi




ଦ୍ଵିତୀୟ ବିବରଣ 10:10
10 Referans Kwoze  

“ଏହିପରି ମୁଁ, ମୁହଁ ମାଡ଼ି ଗ୍ଭଳିଶ୍ ଦିନ ଗ୍ଭଳିଶ୍ ରାତି ସଦାପ୍ରଭୁଙ୍କ ସମ୍ମୁଖରେ ପଡ଼ି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।


ମୋଶା ସେଠାରେ ସଦାପ୍ରଭୁଙ୍କ ସହିତ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲେ। ମୋଶା କୌଣସି ଖାଦ୍ୟ କିମ୍ବା ପାନୀୟ ସେଠାରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ୟସବୁ ସେହି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର କଥା ଅନୁଯାୟୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମଦ୍ୱାରା ଜାଣିଅଛି।”


ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ।


ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ୱଂସ କରିବାରୁ ମନ ପରିବର୍ତ୍ତନ କଲେ।


ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।


ଏହା ପରେ ସଦାପ୍ରଭୁ ମୋତେ କହିଲେ, ‘ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କୁ ଆଗେଇ ନିଅ। ପୁଣି ମୁଁ ଯେଉଁ ଦେଶ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଦେବା ନିମନ୍ତେ ପ୍ରତିଜ୍ଞା କରିଅଛି, ସେମାନେ ସେହି ଦେଶରେ ପ୍ରବେଶ କରିବେ ଓ ତାହା ଅଧିକାର କରିବେ।’


Swiv nou:

Piblisite


Piblisite