ଦ୍ଵିତୀୟ ବିବରଣ 10:2 - ପବିତ୍ର ବାଇବଲ2 ଆମ୍ଭେ ଏହି ପ୍ରସ୍ତର ଫଳକରେ ପୂର୍ବପରି ଲେଖିବା, ଏହା ପରେ ଏହି ନୂଆ ପ୍ରସ୍ତରଫଳକ ଦ୍ୱୟକୁ ଏକ ସିନ୍ଦୁକରେ ରଖିବ।’ Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ। Gade chapit laଓଡିଆ ବାଇବେଲ2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।” Gade chapit la |
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।