Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 10:6 - ପବିତ୍ର ବାଇବଲ

6 ଏହା ପରେ ଇସ୍ରାଏଲ ସନ୍ତାନଗଣ ବେରୋତ୍-ବନେୟାକନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ। ପୁଣି ତାଙ୍କର ପୁତ୍ର ଇଲିୟାସର ତାଙ୍କ ପଦରେ ଯାଜକ କର୍ମ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 (ଅନନ୍ତର ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।

Gade chapit la Kopi

ଓଡିଆ ବାଇବେଲ

6 (ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 (ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।

Gade chapit la Kopi




ଦ୍ଵିତୀୟ ବିବରଣ 10:6
7 Referans Kwoze  

ଏହା ପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ। ପୁଣି ଇସ୍ରାଏଲର ଲୋକମାନେ ମିଶରରୁ ବାହାର ହୋଇ ଆସିବାର ଗ୍ଭଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।


ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।


ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ୟ ତୁମ୍ଭେ ମଧ୍ୟ ତୁମ୍ଭ ପୂର୍ବପୁରୁଷଗଣ ନିକଟକୁ ଯିବ।


Swiv nou:

Piblisite


Piblisite