ଦ୍ଵିତୀୟ ବିବରଣ 10:9 - ପବିତ୍ର ବାଇବଲ9 ଏଥିପାଇଁ ଲେବୀର ଆପଣା ପରିବାରବର୍ଗ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର)। Gade chapit laଓଡିଆ ବାଇବେଲ9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)। Gade chapit la |