ଦ୍ଵିତୀୟ ବିବରଣ 11:3 - ପବିତ୍ର ବାଇବଲ3 ତୁମ୍ଭେମାନେ ତାଙ୍କର ସମସ୍ତ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟସବୁ ଦେଖିଛ, ସେ ମିଶରର ରାଜା ଫାରୋଙ୍କୁ ଏବଂ ସମଗ୍ର ମିଶରକୁ କ’ଣ କଲେ, ତୁମ୍ଭେମାନେ ଦେଖିଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ତାହାଙ୍କ ଚିହ୍ନସକଳ ଓ ମିସର ମଧ୍ୟରେ ମିସରରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ; Gade chapit laଓଡିଆ ବାଇବେଲ3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ; Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।