Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:4 - ପବିତ୍ର ବାଇବଲ

4 ତୁମ୍ଭର ପିଲାମାନେ ଜାଣି ନାହାନ୍ତି କିନ୍ତୁ ତୁମ୍ଭେମାନେ ଜାଣିଛ ଓ ଦେଖିଛ ଯେ, ପରମେଶ୍ୱର ମିଶରର ସୈନ୍ୟ, ତାଙ୍କର ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ କିପରି ଭାବେ ସୂଫସାଗରରେ ନିକ୍ଷେପ କରିଛନ୍ତି। ତୁମ୍ଭେମାନେ ଦେଖିଛ ଯେ ସଦାପ୍ରଭୁ ସେମାନଙ୍କୁ କିଭଳି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ଵ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କ ପଶ୍ଚାତ୍ ତାଡ଼ନା କରିବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

4 ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;

Gade chapit la Kopi




ଦ୍ଵିତୀୟ ବିବରଣ 11:4
9 Referans Kwoze  

ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ। ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।


ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ।


କାରଣ ଫାରୋଙ୍କର ଘୋଡ଼ା, ରଥ ଏବଂ ସୈନ୍ୟମାନେ ସବୁ ସମୁଦ୍ର ଭିତରକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇସ୍ରାଏଲ ଲୋକମାନେ ସମୁଦ୍ର ମଧ୍ୟରେ ଶୁଷ୍କ ରାସ୍ତାରେ ଗମନ କଲେ।


ସେ ଫାରୋଙ୍କର ରଥ ଏବଂ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇ ଅଛନ୍ତି।


କିନ୍ତୁ ତୁମ୍ଭେମାନେ ସୂଫସାଗର ପଥଦେଇ ପ୍ରାନ୍ତରକୁ ଫେରିଯାଅ।’


“ଏହା ପରେ ସଦାପ୍ରଭୁ ଯେପରି କହିଲେ, ଆମ୍ଭେମାନେ ସେହିପରି କଲୁ। ଆମ୍ଭେମାନେ ସୂଫସାଗର ମଧ୍ୟଦେଇ ମରୁଭୂମି ଆଡ଼େ ଯାତ୍ରା କଲୁ। ଆମ୍ଭେମାନେ ସେୟୀର ପର୍ବତରେ ବହୁତ ଦିନ ଧରି ଭ୍ରମଣ କଲୁ।


ଏହି ସ୍ଥାନରେ ନ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଇଁ ସେ ମରୁଭୂମିରେ ଯାହା କଲେ ତୁମ୍ଭେମାନେ ସବୁକିଛି ଦେଖିଲ।


Swiv nou:

Piblisite


Piblisite