Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:5 - ପବିତ୍ର ବାଇବଲ

5 ଏହି ସ୍ଥାନରେ ନ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଇଁ ସେ ମରୁଭୂମିରେ ଯାହା କଲେ ତୁମ୍ଭେମାନେ ସବୁକିଛି ଦେଖିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଏ ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;

Gade chapit la Kopi




ଦ୍ଵିତୀୟ ବିବରଣ 11:5
7 Referans Kwoze  

ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।


ତୁମ୍ଭର ପିଲାମାନେ ଜାଣି ନାହାନ୍ତି କିନ୍ତୁ ତୁମ୍ଭେମାନେ ଜାଣିଛ ଓ ଦେଖିଛ ଯେ, ପରମେଶ୍ୱର ମିଶରର ସୈନ୍ୟ, ତାଙ୍କର ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ କିପରି ଭାବେ ସୂଫସାଗରରେ ନିକ୍ଷେପ କରିଛନ୍ତି। ତୁମ୍ଭେମାନେ ଦେଖିଛ ଯେ ସଦାପ୍ରଭୁ ସେମାନଙ୍କୁ କିଭଳି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଛନ୍ତି।


ତୁମ୍ଭେମାନେ ଦେଖିଛ ରୁବେ‌ନ୍‌ର ପୁତ୍ର ଇଲୀୟାବର ସନ୍ତାନ ଦାଥନୁ ଓ ଅବୀରାମ ପ୍ରତି ଯାହା ଯାହାସବୁ ସେ କରିଛନ୍ତି, ପୃଥିବୀ ଯେପରି ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚା‌ତ୍‌ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏ ସମସ୍ତ ତୁମ୍ଭର ପିଲାମାନେ ଦେଖି ନାହାନ୍ତି।


ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite