ଦ୍ଵିତୀୟ ବିବରଣ 12:4 - ପବିତ୍ର ବାଇବଲ4 “ସେହି ଲୋକମାନେ ସେମାନଙ୍କର ଦେବଗଣଙ୍କୁ ସେମାନେ ପୂଜା କଲାପରି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ସେହି ଉପାସନା କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେରୂପ କରିବ ନାହିଁ। Gade chapit laଓଡିଆ ବାଇବେଲ4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ। Gade chapit la |
ତା'ପରେ ସଦାପ୍ରଭୁ ଇସ୍ରାଏଲକୁ ଆଘାତ କରିବେ। ଇସ୍ରାଏଲୀୟମାନେ ପାଣି ଭିତରେ ଥରୁଥିବା ଘାସ ପରି ଥରିବେ। ପୁଣି ସେମାନଙ୍କ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦେଇଥିଲେ, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ଫରାତ୍ ନଦୀ ଆରପାରିକୁ ଛିନ୍ନଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସେମାନେ ନିଜ ପାଇଁ ଆଶେରା ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।