ଦ୍ଵିତୀୟ ବିବରଣ 13:12 - ପବିତ୍ର ବାଇବଲ12 “ହୁଏତ ତୁମ୍ଭେମାନେ ତୁମ୍ଭମାନଙ୍କର ଏକ ନଗର ବିଷୟରେ ଖରାପ କଥା ଶୁଣିଥାଅ। ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ବାସ କରିବା ପାଇଁ ଦେବାକୁ ଯାଉଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ବାସ କରିବା ନିମନ୍ତେ ଯେ ଯେ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ, Gade chapit laଓଡିଆ ବାଇବେଲ12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ, Gade chapit la |