ଦ୍ଵିତୀୟ ବିବରଣ 13:2 - ପବିତ୍ର ବାଇବଲ2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ଯଦି ସଫଳ ହୁଏ, ତୁମ୍ଭେ ସେମାନଙ୍କୁ ଜାଣି ନାହିଁ, ଏପରି ଅନ୍ୟ ଦେବଗଣଙ୍କ ବିଷୟରେ କହେ, ‘ଆସ ଆମ୍ଭେମାନେ ସେମାନଙ୍କର ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା।’ Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା; Gade chapit laଓଡିଆ ବାଇବେଲ2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;” Gade chapit la |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”