ଦ୍ଵିତୀୟ ବିବରଣ 13:3 - ପବିତ୍ର ବାଇବଲ3 ସେହି ଲୋକମାନଙ୍କର କଥା ଶୁଣ ନାହିଁ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରିଅଛ କି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit laଓଡିଆ ବାଇବେଲ3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। Gade chapit la |
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’