ଦ୍ଵିତୀୟ ବିବରଣ 13:9 - ପବିତ୍ର ବାଇବଲ9-10 ମାତ୍ର, ତୁମ୍ଭେ ସେହି ବ୍ୟକ୍ତିକୁ ହତ୍ୟା କରିବ। ତୁମ୍ଭେ ତାଙ୍କୁ ପଥରରେ ଛେଚି ହତ୍ୟା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରେଇ ନେବାକୁ ଗ୍ଭହାନ୍ତି। ଆଉ ସେ ହେଉଛନ୍ତି ସେହି ସଦାପ୍ରଭୁ ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। ଯେଉଁଠାରେ ତୁମ୍ଭେମାନେ ଦାସ ପରି ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ। Gade chapit laଓଡିଆ ବାଇବେଲ9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ। Gade chapit la |
ତୁମ୍ଭେମାନେ ସେହି ଭବିଷ୍ୟଦ୍ବକ୍ତା ବା ସ୍ୱପ୍ନ ଦର୍ଶକକୁ ପ୍ରାଣ ଦଣ୍ତ ଦେବା ଉଚିତ୍। କାରଣ ସେହି ବ୍ୟକ୍ତିଟି ମୋର ଲୋକମାନଙ୍କୁ ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ ଓ ଦାସତ୍ୱରୁ ତୁମ୍ଭମାନଙ୍କୁ ମୁକ୍ତ କଲେ। ସେହି ବ୍ୟକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରକୁ ନେବାକୁ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନୁସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାୟରେ ତୁମ୍ଭ ମଧ୍ୟରେ ଥିବା କୁକର୍ମ ଦୂର କରି ପାରିବ।