Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:2 - ପବିତ୍ର ବାଇବଲ

2-3 ତୁମ୍ଭେମାନେ ସେହି ଦେଶକୁ ତିନି ଭାଗରେ ବିଭକ୍ତ କରିବା ଉଚିତ୍। ଏବଂ ପ୍ରତ୍ୟେକ ଅଂଶରେ ଏକ ନଗର ନିର୍ମାଣ କର ଯାହାକି ସେହି ଅଞ୍ଚଳ ମଧ୍ୟବର୍ତ୍ତୀ ହେବ। ଏବଂ ଏହା ପରେ ସେହି ନଗରକୁ ସବୁଆଡ଼ୁ ରାସ୍ତା ନିର୍ମାଣ କର। ଏହା ପରେ ସେଠାରେ ଯେକେହି ଦୁର୍ଘଟଣା ବଶତଃ ଅନ୍ୟକୁ ହତ୍ୟା କରେ, ସେ ସେହି ନିରାପଦ ନଗରକୁ ଯାଇ ନିରାପଦରେ ରହିପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ୍ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 19:2
7 Referans Kwoze  

ଯଦି ସେ ତାକୁ ହତ୍ୟା କରିବାକୁ ଗ୍ଭହୁଁ ନ ଥିଲା କିନ୍ତୁ ପରମେଶ୍ୱର ତାକୁ ସମର୍ପଣ କଲେ, ସେ ଯେଉଁଠାକୁ ଗଲେ ସେମାନେ ତାକୁ ଉପଯୁକ୍ତ ଜାଗା ଦେବେ।


ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।


“ସେହି ସମୟରେ ମୁଁ ସେହି ଗୋଷ୍ଠୀୟମାନଙ୍କୁ ନିର୍ଦ୍ଦେଶ ଦେଇ କହିଲି: ‘ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ଯର୍ଦ୍ଦନ କୂଳସ୍ଥ ଦେଶ ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କ ମଧ୍ୟରୁ ବୀର ଗୋଷ୍ଠୀୟମାନେ ସୂସଜ୍ଜ ହୋଇ ତୁମ୍ଭମାନଙ୍କ ଭାଇମାନଙ୍କର ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


Swiv nou:

Piblisite


Piblisite