Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:5 - ପବିତ୍ର ବାଇବଲ

5 ଉଦାହରଣ ସ୍ୱରୂପ ଜଣେ ଲୋକ ଅନ୍ୟ ଜଣେ ଲୋକଙ୍କ ସହିତ ଜଙ୍ଗଲକୁ କାଠ କାଟିବାକୁ ଯାଏ। କାଠ କାଟିବା ସମୟରେ ଯଦି ପଶାଟି ବେଣ୍ଟରୁ ବାହାରି କାଠରେ ନ ବାଜି ଅନ୍ୟ ଲୋକ ଜଣକୁ ଆଘାତ କରେ ଏବଂ ସେହି ଲୋକ ଜଣକର ମୃତ୍ୟୁ ଘଟେ। ଯେଉଁ ଲୋକ ଟାଙ୍ଗିଆ ବୁଲାଉଥିଲା। ସେ ସେହି ତିନି ନଗରକୁ ପଳାଇଯାଇ ନିରାପଦରେ ରହିପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ତ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

5 ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।

Gade chapit la Kopi




ଦ୍ଵିତୀୟ ବିବରଣ 19:5
7 Referans Kwoze  

ଯଦି ଏହା ଘଟିବ, ତେବେ ସେହି ମାନବ ବତାସରୁ ଆଶ୍ରୟସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରୟ, ଶୁଷ୍କ ଭୂମିରେ ଜଳସ୍ରୋତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାୟା ପ୍ରଦାୟକ ଶୈଳ ସଦୃଶ ହେବ।


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଗ୍ଭଏ। ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।


ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହଞ୍ଚାଇ ଦେବେ; ଆଉ ଯେଉଁ ପର୍ଯ୍ୟନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।


“ସେହି ନଗରକୁ ଯେଉଁ ନରହତ୍ୟାକାରୀମାନେ ଯିବେ, ସେମାନେ ଜାଣିଶୁଣି ନରହତ୍ୟା କରି ନ ଥିବେ। ଅଜ୍ଞାତ ସାରରେ ଏବଂ ସେ ଯାହାକୁ ହତ୍ୟା କରିଥିବ ତାଙ୍କୁ ଘୃଣା କରୁ ନ ଥିବ। ସେହି ଲୋକମାନେ କେବଳ ସେଠାକୁ ଯାଇ ଆଶ୍ରୟ ନେଇ ପାରିବ।


ଯଦି ନଗରଟି ସେଠାରୁ ବହୁତ ଦୂରରେ ଥାଏ। ଯଦି ସେଠାକୁ ଶୀଘ୍ର ଦୌଡ଼ି ନ ଯାଇପାରେ ତେବେ ରକ୍ତର ପ୍ରତିହନ୍ତା ତପ୍ତତିତ୍ତ ହୋଇ ନରହତ୍ୟା କାରୀର ପଛେ ଗୋଡ଼ାଇ ଦୂରପଥ ସକାଶୁ ତାହାକୁ ଧରି ଜୀବନରେ ମାରି ଦେବ। ମାତ୍ର ସେହି ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ। କାରଣ ତାହା ପୂର୍ବରୁ ତାହାକୁ ହିଂସା କରୁ ନ ଥିଲା।


ତହୁଁ ଇଲୀଶାୟ ସେମାନଙ୍କ ସହିତ ଯର୍ଦ୍ଦନ ନଦୀକୁ ଗଲେ। ସେମାନେ କାଠ କାଟିବା ଆରମ୍ଭ କଲେ।


Swiv nou:

Piblisite


Piblisite