Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:10 - ପବିତ୍ର ବାଇବଲ

10 ଅତୀତରେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ। ସେମାନେ ଶକ୍ତିଶାଳୀ ଥିଲେ, ସେମାନେ ବହୁତ ସଂଖ୍ୟକ ଥିଲେ। ଏବଂ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 2:10
5 Referans Kwoze  

ଏହିପରି ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ଯେଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋ‌ତ୍‌କର୍ଣ୍ଣୟିମରେ ରଫାୟୀମ ଲୋକମାନଙ୍କୁ ଏବଂ ହମରେ ସୁଷୀୟ ଲୋକମାନଙ୍କୁ ପରାସ୍ତ କଲେ। ଶବିକିରିୟାଥୟିମରେ ଏମୀୟ ଲୋକମାନଙ୍କୁ ପରାସ୍ତ କଲେ।


ଅନାକୀୟ ଲୋକମାନେ ରଫାୟୀୟମାନଙ୍କର ଏକ ଅଂଶ ଥିଲେ। ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।


ଆଉ ସେମାନେ ଦକ୍ଷିଣ ଦିଗ ଦେଇ ହିବ୍ରୋଣରେ ଯାଇ ଉପସ୍ଥିତ ହେଲେ, ସେହି ସ୍ଥାନରେ ଅହୀମାନ୍, ଶେଶୟ, ତଲ୍ମୟ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋୟନର ସାତ ବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହୋଇଥିଲା।


ଆମ୍ଭେମାନେ ବର୍ତ୍ତମାନ କେଉଁଠାକୁ ଯିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନରେ ତଥ୍ୟ ପ୍ରଦାନ କରି ଭୟ ସଞ୍ଚାର କରିଛନ୍ତି। ସେମାନେ କହିଲେ, ସେଠାକାର ଲୋକମାନେ ଆମ୍ଭମାନଙ୍କଠାରୁ ବଳବାନ ଓ ଦୀର୍ଘ୍ୟକାୟ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡ଼ିକ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭେମାନେ ସେଠାରେ ଅନାକୀୟମାନଙ୍କର ଦୀର୍ଘ୍ୟକାୟ ସନ୍ତାନମାନଙ୍କୁ ଦେଖିଲୁ।’


ସେ ସମୟ ଇ‌ଶ୍‌ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ‌‌ଖ‌ଡ଼୍‌ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା।


Swiv nou:

Piblisite


Piblisite