Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:12 - ପବିତ୍ର ବାଇବଲ

12 ହୋରୀୟ ଲୋକମାନେ ସେଠାରେ ପୂର୍ବେ ବାସ କରୁଥିଲେ। ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ସେଠାରୁ ତଡ଼ି ଦେଲେ। ସେମାନଙ୍କୁ ବିନାଶ କଲେ ଓ ସେମାନଙ୍କ ସ୍ଥାନରେ ବାସ କଲେ। ଯେପରି ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର ଭୂମିରେ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାର ଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।

Gade chapit la Kopi




ଦ୍ଵିତୀୟ ବିବରଣ 2:12
8 Referans Kwoze  

ପରମେଶ୍ୱର ସେୟୀର ନିବାସୀ ଏଷୌ ସନ୍ତାନଗଣ ନିମନ୍ତେ ଠିକ୍ ସେହିପରି କରିଥିଲେ। ଅର୍ଥାତ୍ ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ। ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେହିଠାରେ ବାସ କରୁଛନ୍ତି।


ପ୍ରାନ୍ତର ନିକଟସ୍ଥ ଏ‌ଲ୍‌ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।


“ଏହା ପରେ ରାଜା ସୀହୋନ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଯହସ ନାମକ ସ୍ଥାନକୁ ବାହାରି ଆସିଲେ।


“ସଦାପ୍ରଭୁ ମୋତେ କହିଲେ, ‘ସେରଦ୍ ଉପତ୍ୟକାର ସେ ପାଖକୁ ଯାଅ।’ ତେଣୁ ଆମ୍ଭେ ସେରଦ ଉପତ୍ୟକା ପାର ହେଲୁ।


Swiv nou:

Piblisite


Piblisite