Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:6 - ପବିତ୍ର ବାଇବଲ

6 ଏଷୌର ଲୋକମାନଙ୍କୁ, ତୁମ୍ଭେମାନେ ଖାଉଥିବା ଖାଦ୍ୟ ଓ ପିଉଥିବା ପାଣି ପାଇଁ ମୁଦ୍ରା ଦେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ରୂପା ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 2:6
7 Referans Kwoze  

ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।


“ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଶିକ୍ଷାର ଅର୍ଥ।


ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭେମାନେ କେବଳ ତୁମ୍ଭ ସଡ଼କ ଦେଇ ଯିବୁ। ଯଦି ଆମ୍ଭେମାନେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ, ଆମ୍ଭେମାନେ କେବଳ ତୁମ୍ଭ ଦେଶ ଦେଇ ପାଦରେ ଯିବୁ। ଆମ୍ଭେମାନେ ଆଉକିଛି କରିବୁ ନାହିଁ।”


ସେମାନଙ୍କ ସହିତ ଯୁଦ୍ଧ କର ନାହିଁ, ମୁଁ ତୁମ୍ଭମାନଙ୍କୁ ସେହି ଦେଶ ଦେବି ନାହିଁ। ଏପରିକି ସେହି ଭୂମିରୁ ପାଦେ ମଧ୍ୟ ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। କାରଣ ମୁଁ ସେହି ପର୍ବତମୟ ଦେଶ ସେୟୀରକୁ, ଏଷୌକୁ ଉତ୍ତରାଧିକାରୀ ସୁତ୍ରରେ ଦେଇଅଛି।


ମନେରଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ଯିବାର ସେ ମଧ୍ୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଦୀର୍ଘ ଗ୍ଭଳିଶ୍ ବର୍ଷ ଧରି ତୁମ୍ଭର ସହାୟ ହୋଇ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାନ୍ତି।’


Swiv nou:

Piblisite


Piblisite