ଦ୍ଵିତୀୟ ବିବରଣ 20:3 - ପବିତ୍ର ବାଇବଲ3 ‘ହେ ଇସ୍ରାଏଲବାସୀ, ମୋର କଥା ଶୁଣ। ଆଜି ତୁମ୍ଭେମାନେ ତୁମ୍ଭର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବ। ତୁମ୍ଭେମାନେ କେବେ ଭୟ କରିବ ନାହିଁ, ତୁମ୍ଭମାନଙ୍କର ହୃଦୟ ଦୁର୍ବଳ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। Gade chapit laଓଡିଆ ବାଇବେଲ3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ। Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
“ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।