Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:2 - ପବିତ୍ର ବାଇବଲ

2 ତେବେ ପ୍ରାଚୀନବର୍ଗ ଓ ବିଗ୍ଭରକର୍ତ୍ତାମାନେ ଯିବେ ଏବଂ ଶବର ଚତୁର୍ପାର୍ଶ୍ୱରେ ଥିବା ପ୍ରତ୍ୟେକ ନଗରକୁ ମାପିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁଷ୍ପାର୍ଶ୍ଵସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।

Gade chapit la Kopi

ଓଡିଆ ବାଇବେଲ

2 ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।

Gade chapit la Kopi




ଦ୍ଵିତୀୟ ବିବରଣ 21:2
4 Referans Kwoze  

“ଧରାଯାଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କ ଅଧିକାରାର୍ଥେ ସେହି ଦେଶରେ ଯେଉଁ କ୍ଷେତ ଦେଇଛନ୍ତି, ସେହି ଭୂମିର କ୍ଷେତ୍ର ମଧ୍ୟରେ ଯେବେ କୌଣସିଠାରେ ଏକ ମୃତ ଶରୀର ମିଳେ, ତାକୁ ହତ୍ୟା କରିଥିବା ଲୋକ ଯଦି ଜଣା ନ ପଡ଼େ।


ସେହି ମୃତ ଲୋକଠାରୁ ଯେଉଁ ନଗର ନିକଟବର୍ତ୍ତୀ ହେବ, ତା'ର ପ୍ରାଚୀନବର୍ଗ ଗୋଠରୁ ଏପରି ବାଛୁରି ନେବେ ଯାହା କେବେ କାମ କରି ନାହିଁ କିଅବା ଯୁଆଳି ଟାଣି ନାହିଁ।


Swiv nou:

Piblisite


Piblisite