Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:7 - ପବିତ୍ର ବାଇବଲ

7 ଏବଂ ସେମାନେ ଉତ୍ତର ଦେଇ କହିବେ, ‘ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ। କିଅବା ଏହାକୁ କିଏ ହତ୍ୟା କରିଛି ଆମ୍ଭେ ଏହା ଦେଖି ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେମାନେ ଉତ୍ତର ଦେଇ କହିବେ, ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସେମାନେ ଉତ୍ତର ଦେଇ କହିବେ, ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେମାନେ ଉତ୍ତର ଦେଇ କହିବେ, “ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 21:7
8 Referans Kwoze  

ସଦାପ୍ରଭୁ ତୁମ୍ଭଙ୍କୁ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ୟା କଲ ଏବଂ ଶାଉଲଙ୍କର ରାଜପଦ ଗ୍ଭେରାଇ ନେଲ। କିନ୍ତୁ ବର୍ତ୍ତମାନ ଠିକ୍ ସେହି ମନ୍ଦ କର୍ମ ତୁମ୍ଭ ପାଇଁ ଘଟିବାକୁ ଯାଉଛି। ସଦାପ୍ରଭୁ ସେହି ରାଜ୍ୟକୁ ତୁମ୍ଭ ପୁଅ ଅବଶାଲୋମକୁ ହସ୍ତାନ୍ତର କରିଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସୁ ମଣିଷ।”


“ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ।


ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ।


ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲର ଲୋକମାନଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର। ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ ଦୋଷ ରହିବାକୁ ଦିଅ ନାହିଁ।’ ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ ଦୋଷ କ୍ଷମା ହେବ।


Swiv nou:

Piblisite


Piblisite