Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 22:3 - ପବିତ୍ର ବାଇବଲ

3 ତୁମ୍ଭେ ତୁମ୍ଭର ପଡ଼ୋଶୀଙ୍କ ଗର୍ଦ୍ଦଭ ପାଇଲେ ମଧ୍ୟ ତୁମ୍ଭେ ତାହା ପ୍ରତି ଠିକ୍ ସେହିପରି କର, ତୁମ୍ଭେ ସର୍ବଦା ତୁମ୍ଭର ପଡ଼ୋଶୀମାନଙ୍କୁ ସାହାଯ୍ୟ କରିବ। ଯଦି ସେମାନଙ୍କର ଲୁଗା କିଅବା ଅନ୍ୟ କିଛି ଦ୍ରବ୍ୟ ସେମାନେ ହରାଇଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।

Gade chapit la Kopi




ଦ୍ଵିତୀୟ ବିବରଣ 22:3
3 Referans Kwoze  

ଯଦି ତା'ର ମାଲିକ ତୁମ୍ଭଠାରୁ ଦୂରରେ ବାସ କରୁଥାଏ, କିଅବା ତୁମ୍ଭେ ତା'ର ମାଲିକକୁ ଜାଣି ନ ଥାଅ, ତେବେ ତାକୁ ତୁମ୍ଭ ଗୃହକୁ ନେଇଯାଅ। ତୁମ୍ଭେ ସେମାନଙ୍କୁ ତୁମ୍ଭ ପାଖରେ ତା'ର ମାଲିକ ଖୋଜି ଖୋଜି ଆସିବା ପର୍ଯ୍ୟନ୍ତ ରଖିପାରିବ। ଏହା ପରେ ତୁମ୍ଭେମାନେ ତା'ର ମାଲିକକୁ ସେମାନଙ୍କୁ ଫେରାଇ ଦେବା ଉଚିତ୍।


“ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡ଼ି ଯିବାର ଦେଖିବ ତୁମ୍ଭେ ସେମାନଙ୍କୁ ଉଠାଇ ଦେବ କିଅବା ଉଠାଇବାରେ ସାହାଯ୍ୟ କରିବ।


“ଯଦି ତୁମ୍ଭେ ଏହା ଦେଖ ଯେ ତୁମ୍ଭର ପଡ଼ୋଶୀମାନଙ୍କର ଗାଈ କିଅବା ମେଷ ବଣା ହୋଇ ଯିବାର, ତୁମ୍ଭେ ନିଶ୍ଚୟ ତାହାକୁ ତାଙ୍କର ମାଲିକକୁ ଫେରାଇ ଦେବ।


Swiv nou:

Piblisite


Piblisite