Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 23:2 - ପବିତ୍ର ବାଇବଲ

2 ଯଦି କୌଣସି ଲୋକର ପିତାମାତାଙ୍କର ବିବାହ ନିୟମାନୁଯାୟୀ ହୋଇ ନ ଥାଏ, ତେବେ ସେହିଲୋକ ଏବଂ ତାଙ୍କର ବଂଶଧରମାନେ ଦଶ ପୁରୁଷ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 23:2
8 Referans Kwoze  

ପୁଣି ଅ‌‌ସ୍‌‌ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।


“ହେ ଯାଦୁକାର ଓ ବ୍ୟଭିଗ୍ଭରିଣୀ ଓ ବ୍ୟଭିଗ୍ଭରିଣୀର ସନ୍ତାନଗଣ ନିକଟକୁ ଆସ।


ପ୍ରତ୍ୟେକ ପୁତ୍ର ପିତା ଦ୍ୱାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭେମାନେ କେବେ ଦଣ୍ଡ ପାଇ ନାହଁ ପ୍ରତ୍ୟେକ ପୁତ୍ର ଦଣ୍ଡ ପାଇବା ଉଚିତ୍, ତାହାହେଲେ ତୁମ୍ଭେମାନେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ।


ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।” କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।”


“ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।


“ଅମ୍ମୋନୀୟ କି ମୋୟାବୀୟ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ଯ୍ୟନ୍ତ ମଧ୍ୟ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବ ନାହିଁ।


କି କୁଜା, କି ବାମନ, କି ଖୁଣ ଥିବା ଚକ୍ଷୁ, କି ଯାଦୁରୋଗୀ, କି କାଛୁରୋଗୀ, କି ଭଗ୍ନକୋଷ।


ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ନ କହୁ ଯେ, ସଦାପ୍ରଭୁ ମୋତେ ଆପଣା ଲୋକଠାରୁ ନିଶ୍ଚୟ ପୃଥକ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହୋଇ ପାରିବି ନାହିଁ।”


Swiv nou:

Piblisite


Piblisite