ଦ୍ଵିତୀୟ ବିବରଣ 24:3 - ପବିତ୍ର ବାଇବଲ3-4 ଧରାଯାଉ ତା’ ନୂତନ ସ୍ୱାମୀ ତାକୁ ଭଲ ପାଇଲା ନାହିଁ ଓ ତାକୁ ମଧ୍ୟ ଛାଡ଼ପତ୍ର ଦେଲା କିଅବା ନୂତନ ସ୍ୱାମୀର ମୃତ୍ୟୁ ହୁଏ, ତେବେ ମଧ୍ୟ ତା'ର ପ୍ରଥମ ସ୍ୱାମୀ ତାକୁ ଆଉ ପୁନଃ ବିବାହ କରିବା ଉଚିତ୍ ନୁହଁ। ସେ କଳୁଷିତ ହୋଇ ସାରିବା ପରେ, କାରଣ ଏହି କାର୍ଯ୍ୟ ସଦାପ୍ରଭୁଙ୍କ ଆଗରେ ଘୃଣ୍ୟ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରିବା ପାଇଁ ଦେଉଛନ୍ତି ତାକୁ ପାପରେ ଦୋଷୀ କରାଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସେହି ଶେଷ ସ୍ଵାମୀ ଯେବେ ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ଵାମୀ ଯେବେ ମରେ; Gade chapit laଓଡିଆ ବାଇବେଲ3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରି ଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ; Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।