Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:1 - ପବିତ୍ର ବାଇବଲ

1 “ତୁମ୍ଭେମାନେ ଖୁବ୍ ଶୀଘ୍ର ପ୍ରବେଶ କରିବ, ସେହି ଦେଶରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭଙ୍କୁ ଦେବେ। ତୁମ୍ଭେମାନେ ସେଠାରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;

Gade chapit la Kopi




ଦ୍ଵିତୀୟ ବିବରଣ 26:1
14 Referans Kwoze  

“ତୁମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶମଧ୍ୟକୁ ପ୍ରବେଶ କରିବ। ତୁମ୍ଭେମାନେ ସେଠାରେ ବାସ କରିବ। ଏହା ପରେ ତୁମ୍ଭେମାନେ ଏପରି କହିବ ଯେ, ‘ଅନ୍ୟ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କରିବା।’


“ତୁମ୍ଭେମାନେ ଯେତେବେଳେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ପ୍ରବେଶ କରି ବାସ କରିବ, ସେ ଲୋକମାନଙ୍କ ତୁଲ୍ୟ ଘୃଣ୍ୟ କାର୍ଯ୍ୟଗୁଡ଼ିକ କରିବାକୁ ତୁମ୍ଭେମାନେ ଶିଖିବା ଉଚିତ୍ ନୁହେଁ।


ମାତ୍ର, ତୁମ୍ଭେ ସେହି ବ୍ୟକ୍ତିକୁ ହତ୍ୟା କରିବ। ତୁମ୍ଭେ ତାଙ୍କୁ ପଥରରେ ଛେଚି ହତ୍ୟା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରେଇ ନେବାକୁ ଗ୍ଭହାନ୍ତି। ଆଉ ସେ ହେଉଛନ୍ତି ସେହି ସଦାପ୍ରଭୁ ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। ଯେଉଁଠାରେ ତୁମ୍ଭେମାନେ ଦାସ ପରି ଥିଲ।


“ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ଯ୍ୟ କର୍ମମାନ ଦେଖାଏ ବା କୌଣସି ଚିହ୍ନ ଦେଖାଏ,


“ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।


ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’


“ମୁଁ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇଯାଉଅଛି, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏହିରୂପେ କରିବ।


“ଇସ୍ରାଏଲର ଲୋକମାନଙ୍କୁ କୁହ। ତୁମ୍ଭେ ଯେତେବେଳେ ପ୍ରବେଶ କରିବ ମୁଁ ସେହି ଦେଶ ଦେଉଛି ତୁମ୍ଭେ କେବେ ପ୍ରବେଶ କରିବ।


ଏଥିପାଇଁ ତୁମ୍ଭେମାନେ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବ। ତୁମ୍ଭେମାନେ ଏପରି କରିବ ଯେତେବେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶରେ ପ୍ରବେଶ କରିବ। ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରୁ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବାକୁ ପଡ଼ିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।


“ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ ହେଲେ। ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।


ତେବେ ଆଉ ନିରୀହ ଲୋକ କେହି ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ମୃତ୍ୟୁବରଣ କରିବେ ନାହିଁ। ଏବଂ ତୁମ୍ଭେମାନେ ନିରୀହମାନଙ୍କର ରକ୍ତପାତରେ ଦୋଷୀ ହେବ ନାହିଁ।


Swiv nou:

Piblisite


Piblisite