ଦ୍ଵିତୀୟ ବିବରଣ 26:12 - ପବିତ୍ର ବାଇବଲ12 “ତୃତୀୟ ବର୍ଷରେ ଅର୍ଥାତ୍ ଦଶମାଂଶ ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟ ଆଦିର ଦଶମାଂଶ ଦେବାର ସମାପ୍ତ କଲାପରେ ତୁମ୍ଭେମାନେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ। ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ। Gade chapit laଓଡିଆ ବାଇବେଲ12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ। Gade chapit la |