Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:10 - ପବିତ୍ର ବାଇବଲ

10 ଆମ୍ଭେମାନେ ସମତଳ ଭୂମିର ସମସ୍ତ ସହର, ସଲଖା ଓ ଇନ୍ଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲିୟଦ ଓ ସମସ୍ତ ବାଶନ୍ ଅର୍ଥାତ୍ ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ୍ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।

Gade chapit la Kopi




ଦ୍ଵିତୀୟ ବିବରଣ 3:10
10 Referans Kwoze  

ଅର୍ଦ୍ଧେକ ଗିଲିୟଦ, ଅଷ୍ଟାରୋତ୍, ଇଦ୍ରିୟୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପୁତ୍ର ମାଖୀରର ବଂଶଧରଗଣଙ୍କୁ ଏହିସବୁ ଦେଶ ଦିଆଯାଇଥିଲା। ଅର୍ଦ୍ଧେକ ଉତ୍ତରାଧିକାରୀ ଏହି ଦେଶ ପାଇଲେ।


ଏବଂ ଅସେଦୋଦ୍ ପି‌ସ୍‌ଗାର ଅଧଃସ୍ଥିତ ପଦା ଭୂମିରେ ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।


ତହୁଁ ସେମାନେ ବାଶନ ଆଡ଼କୁ ଅଗ୍ରସର ହେଲେ। ବାଶନର ରାଜା ଓଗ ତାହାର ଲୋକମାନେ ସେମାନଙ୍କ ସହିତ ଇଦ୍ରିୟୀଠାରେ ଯୁଦ୍ଧ କଲେ।


ଯଥା ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତରରେ ବେତ୍ସର, ଗାଦୀୟମାନଙ୍କ ନିମନ୍ତେ ରାମୋତ୍ ଆଉ ମନଃଶୀୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।


ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମତଳ ଭୂମି ସେମାନଙ୍କର ସୀମା ଥିଲା।


ଗା‌ଦ୍‌ର ଗୋଷ୍ଠୀ ରୁବେନୀୟମାନଙ୍କ ନିକଟରେ ବାସ କରୁଥିଲେ। ଏହି ଗାଦୀୟ ଲୋକମାନେ ସଲଖା ସହର ପର୍ଯ୍ୟନ୍ତ ବିସ୍ତୃତ ବାଶନର ଭୂମିରେ ବାସ କରୁଥିଲେ।


ସେହି ଭୂମି ମହନୟୀମଠାରୁ ଆରମ୍ଭ ହେଲା। ଏହା ମଧ୍ୟ ବାଶନର ଅନ୍ତର୍ଭୁକ୍ତ ହେଲା। ଯାହାକି ଓ‌ଗ୍‌ର ରାଜା ବାଶନର ଶାସନାଧୀନ ଥିଲା। ବାଶନ ଅଧୀନର ମୋଟ 60 ଟି ସହର ଥିଲା।


ବିନ୍-ଗେବର ରାମୋତ୍-ଗିଲିୟଦର ଶାସକ ଥିଲେ। ମନଃଶିର ପୁତ୍ର ଯାୟୀରର ଗିଲିୟଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅ‌ର୍‌ଗୋବ ଅଞ୍ଚଳରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।


Swiv nou:

Piblisite


Piblisite