Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:3 - ପବିତ୍ର ବାଇବଲ

3 “ତେଣୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ବାଶନର ରାଜା ଓଗ୍ ଉପରେ ଆମ୍ଭକୁ ବିଜୟ ପ୍ରଦାନ ଦେଲେ। ଆମ୍ଭେମାନେ ତାଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ହତ୍ୟା କଲୁ ଏବଂ କେହି ଜଣେବି ରହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 3:3
9 Referans Kwoze  

ଏଣୁ କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସେମାନେ ତାହାର ରାଜ୍ୟ ଅଧିକାର କଲେ।


ସେହି ଭୂମି ମହନୟୀମଠାରୁ ଆରମ୍ଭ ହେଲା। ଏହା ମଧ୍ୟ ବାଶନର ଅନ୍ତର୍ଭୁକ୍ତ ହେଲା। ଯାହାକି ଓ‌ଗ୍‌ର ରାଜା ବାଶନର ଶାସନାଧୀନ ଥିଲା। ବାଶନ ଅଧୀନର ମୋଟ 60 ଟି ସହର ଥିଲା।


ରାଜା ଓ‌ଗ୍‌ର ସମସ୍ତ ରାଜ୍ୟ ସେହି ଦେଶରେ ଥିଲା ରଫାୟୀୟମାନଙ୍କ ବଂଶଧର। ରାଜା ବାଶନରେ ଶାସନ କରୁଥିଲେ। ପୂର୍ବ କାଳରେ ସେ ଅଷ୍ଟାରୋତ୍ ଏବଂ ଇଦ୍ରିୟୀରେ ଶାସନ କରୁଥିଲେ। ଅତୀତର ମୋଶା ସେହି ଲୋକମାନଙ୍କର ଦେଶକୁ କରଗତ କରିଥିଲେ।


ସଦାପ୍ରଭୁ ମୋତେ କହିଲେ, ‘ଓ‌ଗ୍‌କୁ ଭୟ କର ନାହିଁ, ମୁଁ ନିଷ୍ପତ୍ତି ନେଇଛି ଯେ ତାକୁ ତୁମ୍ଭମାନଙ୍କ ଆଗରେ ସମର୍ପଣ କରିବି। ମୁଁ ମଧ୍ୟ ତାଙ୍କର ସମସ୍ତ ଲୋକମାନଙ୍କୁ ଓ ଦେଶସବୁ ତୁମ୍ଭକୁ ଦେବି। ଇମ୍ମୋରୀୟ ରାଜା ସୀହୋନ ଯିଏକି ସଷବୋରେ ରାଜତ୍ୱ କରୁଥିଲେ, ସେହିପରି ତାହା ପ୍ରତି ମଧ୍ୟ କରିବ।’


ଆମ୍ଭେମାନେ ତାଙ୍କର ସମସ୍ତ ନଗର ହସ୍ତଗତ କଲୁ। ଯଥା ତାଙ୍କର ଥିବା ଷାଠିଏଟିଯାକ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ ଅର୍ଥାତ୍ ବାଶନସ୍ଥ ଓ‌‌ଗ୍‌‌ର ରାଜ୍ୟ ଆମ୍ଭେ ହସ୍ତଗତ କଲୁ।


ଏବଂ ସେମାନେ ତା'ର ଭୂମିକୁ ବାଶନର ରାଜା ଓ‌‌ଗ୍‌‌ର ଭୂମିକୁ ଅଧିକାର କଲେ। ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଇମୋରୀୟମାନଙ୍କର ଦୁଇ ରାଜା ଥିଲେ।


ତୁମ୍ଭେ ଆସିବା ସମୟରେ ସାଥୀରେ ଖାଦ୍ୟ ଆଣି ନ ଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନ ଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନେଇଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭେମାନେ ବୁଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ୱର।


ପରମେଶ୍ୱର ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite