ଦ୍ଵିତୀୟ ବିବରଣ 3:4 - ପବିତ୍ର ବାଇବଲ4 ଆମ୍ଭେମାନେ ତାଙ୍କର ସମସ୍ତ ନଗର ହସ୍ତଗତ କଲୁ। ଯଥା ତାଙ୍କର ଥିବା ଷାଠିଏଟିଯାକ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ ଅର୍ଥାତ୍ ବାଶନସ୍ଥ ଓଗ୍ର ରାଜ୍ୟ ଆମ୍ଭେ ହସ୍ତଗତ କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)। Gade chapit laଓଡିଆ ବାଇବେଲ4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)। Gade chapit la |