Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:5 - ପବିତ୍ର ବାଇବଲ

5 ସମସ୍ତ ନଗର ଗୁଡ଼ିକ ସୁରକ୍ଷିତ ଥିଲା। ସେଗୁଡ଼ିକର ଉଚ୍ଚ ପ୍ରାଚୀର ଥିଲା, ଦ୍ୱାରଥିଲା ଓ ଅର୍ଗଳରେ ସୁରକ୍ଷିତ ଥିଲା। ଏପରି ମଧ୍ୟ କେତେକ ନଗର ଥିଲା ଯାହାର ପ୍ରାଚୀର ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ଵାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।

Gade chapit la Kopi

ଓଡିଆ ବାଇବେଲ

5 ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।

Gade chapit la Kopi




ଦ୍ଵିତୀୟ ବିବରଣ 3:5
8 Referans Kwoze  

ଈଶ୍ୱରଙ୍କ ଲୋକମାନଙ୍କ ବିଶ୍ୱାସ ହେତୁ ଯିରୀହୋ ନଗରର ପାଚେରୀଗୁଡ଼ିକ ସେମାନେ ସାତ ଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।


ଆମ୍ଭେମାନେ ବର୍ତ୍ତମାନ କେଉଁଠାକୁ ଯିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନରେ ତଥ୍ୟ ପ୍ରଦାନ କରି ଭୟ ସଞ୍ଚାର କରିଛନ୍ତି। ସେମାନେ କହିଲେ, ସେଠାକାର ଲୋକମାନେ ଆମ୍ଭମାନଙ୍କଠାରୁ ବଳବାନ ଓ ଦୀର୍ଘ୍ୟକାୟ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡ଼ିକ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭେମାନେ ସେଠାରେ ଅନାକୀୟମାନଙ୍କର ଦୀର୍ଘ୍ୟକାୟ ସନ୍ତାନମାନଙ୍କୁ ଦେଖିଲୁ।’


ତଥାପି ସେହି ଦେଶ ନିବାସୀମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼, ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।


ଆମ୍ଭେମାନେ ତାଙ୍କର ସମସ୍ତ ନଗର ହସ୍ତଗତ କଲୁ। ଯଥା ତାଙ୍କର ଥିବା ଷାଠିଏଟିଯାକ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ ଅର୍ଥାତ୍ ବାଶନସ୍ଥ ଓ‌‌ଗ୍‌‌ର ରାଜ୍ୟ ଆମ୍ଭେ ହସ୍ତଗତ କଲୁ।


ହି‌ଷ୍‌ବୋନର ରାଜା ସୀହୋନଙ୍କୁ ଯେପରି କରିଥିଲେ, ସେହିପରି ଏଠାରେ ଆମ୍ଭେ ସମସ୍ତଙ୍କୁ ଏପରି କି ସ୍ତ୍ରୀ ଓ ପିଲାମାନଙ୍କୁ ମଧ୍ୟ ବିନାଶ କଲୁ।


ସେମାନେ ମଧ୍ୟ ସୁବର୍ଣ୍ଣର ମୂଷିକମାନଙ୍କର ନ‌କ୍‌ସା ପଠାଇଲେ। ଏହି ସୁବର୍ଣ୍ଣ ମୂଷିକମାନଙ୍କର ସଂଖ୍ୟା, ପାଞ୍ଚ ଜଣ ପଲେଷ୍ଟୀୟ ଶାସକମାନଙ୍କର ନଗରର ସଂଖ୍ୟା ସହିତ ସମାନ। ଏହି ନଗରର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ଓ ଗ୍ରାମ ବେଷ୍ଟିତ ଥିଲା। ବୈଥ୍-ଶେମଶର ଲୋକମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ପଥର ଉପରେ ରଖିଲେ।


ତହିଁରେ ସେମାନେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ନେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଖାଇଲେ। ସେମାନେ ତୁମ୍ଭର ମହା ମଙ୍ଗଳ ଦାନରେ ଆନନ୍ଦ କଲେ।


ଏଥିନିମନ୍ତେ ଗ୍ରାମର ଏବଂ ପ୍ରଦେଶ ଘେରି ରହିଥିବା ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ, ଭୋଜନପାନର ଦିବସ ଭାବେ ପାଳନ କରନ୍ତି, ଯେଉଁଥିରେ ସେମାନେ ଜଣେ ଅନ୍ୟଜଣକୁ ଉପହାର ପଠାନ୍ତି।


Swiv nou:

Piblisite


Piblisite