ଦ୍ଵିତୀୟ ବିବରଣ 4:4 - ପବିତ୍ର ବାଇବଲ4 କିନ୍ତୁ ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲେ, ତୁମ୍ଭମାନଙ୍କର ସେହି ଲୋକମାନେ ଏବେ ବଞ୍ଚିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତି ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। Gade chapit laଓଡିଆ ବାଇବେଲ4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। Gade chapit la |
ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।