ଦ୍ଵିତୀୟ ବିବରଣ 4:5 - ପବିତ୍ର ବାଇବଲ5 “ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଦେଖ, ସଦାପ୍ରଭୁ ମୋହର ପରମେଶ୍ଵର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ତଦନୁସାରେ ବ୍ୟବହାର କରିବାକୁ ହେବ। Gade chapit laଓଡିଆ ବାଇବେଲ5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ। Gade chapit la |