ଦ୍ଵିତୀୟ ବିବରଣ 5:2 - ପବିତ୍ର ବାଇବଲ2 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ। Gade chapit laଓଡିଆ ବାଇବେଲ2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ। Gade chapit la |
ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଏହି ନିୟମ ତୁମ୍ଭମାନଙ୍କର ସହିତ କରିଅଛି, ମୁଁ ତୁମ୍ଭମାନଙ୍କ ପ୍ରତି ଏପରି କାର୍ଯ୍ୟ କରିବି ଯେ, ପୃଥିବୀରେ କୌଣସି ଲୋକମାନଙ୍କ ପାଇଁ ଏପରି କରାଯାଇ ନାହିଁ। ତୁମ୍ଭମାନଙ୍କ ସହିତ ଥିବା ଲୋକମାନେ ମୋର ମହାନତା ଜାଣି ପାରିବେ ଯେ, ମୁଁ ସଦାପ୍ରଭୁ ମହାନ। ଲୋକମାନେ ମୋର ଆଶ୍ଚର୍ଯ୍ୟ କର୍ମମାନ ଦେଖିବେ ଯାହା ତୁମ୍ଭମାନଙ୍କ ପାଇଁ ମୁଁ କରିବି।