ଦ୍ଵିତୀୟ ବିବରଣ 7:10 - ପବିତ୍ର ବାଇବଲ10 କିନ୍ତୁ ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି। ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ। ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ଵ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Gade chapit laଓଡିଆ ବାଇବେଲ10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Gade chapit la |
“ତେଣୁ ମନେରଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର କେବଳ ଏକମାତ୍ର ପରମେଶ୍ୱର ଅଟନ୍ତି। ସେ ବିଶ୍ୱସ୍ତ ଅଟନ୍ତି। ସେ ତାଙ୍କର ନିୟମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସେମାନଙ୍କ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚୁକ୍ତି ପ୍ରତି ବିଶ୍ୱସନୀୟତା ସହସ୍ର ପୁରୁଷ ପର୍ଯ୍ୟନ୍ତ ଲାଗିରହେ।
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।