ଦ୍ଵିତୀୟ ବିବରଣ 7:4 - ପବିତ୍ର ବାଇବଲ4 କାରଣ ସେମାନେ ତୁମ୍ଭମାନଙ୍କର ସନ୍ତାନଗଣଙ୍କୁ ମୋତେ ଅନୁସରଣ କରିବାରୁ ବିମୁଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦେବଗଣର ସେବା କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ୱର କ୍ରୋଧ କରିବେ ଓ ସେ ତୁମ୍ଭକୁ ବହୁତ ଶୀଘ୍ର ବିନାଶ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରି ପାରିବେ; ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। Gade chapit laଓଡିଆ ବାଇବେଲ4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।