ଦ୍ଵିତୀୟ ବିବରଣ 8:10 - ପବିତ୍ର ବାଇବଲ10 ଆଉ ତୁମ୍ଭେମାନେ ସେଠାରେ ଖାଦ୍ୟରେ ତୃପ୍ତ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ୟବାଦ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ। Gade chapit laଓଡିଆ ବାଇବେଲ10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ। Gade chapit la |
ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।
ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ।