Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:3 - ପବିତ୍ର ବାଇବଲ

3 ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁଣ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 8:3
15 Referans Kwoze  

ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”


ଏହା ଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ମଣିଷ କେବଳ ରୋଟୀରେ ବଞ୍ଚେ ନାହିଁ।’”


ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ।


ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।


ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।


ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି। ସେତେବେଳେ ମୁଁ ପର୍ବତରେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲି, ମୁଁ ଖାଦ୍ୟ କିଅବା ଜଳପାନ ମଧ୍ୟ କଲି ନାହିଁ।


ତୁମ୍ଭେ ଆସିବା ସମୟରେ ସାଥୀରେ ଖାଦ୍ୟ ଆଣି ନ ଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନ ଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନେଇଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭେମାନେ ବୁଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ୱର।


କେବେବି ଏପରି ଭାବ ନାହିଁ ଯେ, ଏହିସବୁ କଥା ମୂଲ୍ୟହୀନ ବୋଲି। ସେଥିରେ ତୁମ୍ଭର ଜୀବନ ନିହିତ ଅଛି। ଏହି ଶିକ୍ଷା ଅନୁସରଣ କରି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥ ଯେଉଁ ଦେଶକୁ ଅଧିକାର କରିବାକୁ ଯାଉଅଛ, ସେଠାରେ ଦୀର୍ଘ ଜୀବନ ଲାଭ କରିବ।”


ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ୍ ବର୍ଷ ମରୁ ଅଞ୍ଚଳରେ ଆଗେଇ ଆଣିଲେ ତୁମ୍ଭେମାନେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରି ନ ଥିଲା। ତୁମ୍ଭର ଜୋତା ମଧ୍ୟ ନଷ୍ଟ ହୋଇ ନ ଥିଲା।


Swiv nou:

Piblisite


Piblisite