Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:4 - ପବିତ୍ର ବାଇବଲ

4 ଏହି ଗ୍ଭଳିଶ୍ ବର୍ଷ ତୁମ୍ଭମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭମାନଙ୍କର ପାଦ ଫୁଲିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହି ଚାଳିଶ ବର୍ଷଯାକ ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 8:4
6 Referans Kwoze  

ତୁମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ। ସେମାନଙ୍କର କିଛି ଅଭାବ ହେଲା ନାହିଁ। ସେମାନଙ୍କର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କର ପାଦ ଫୁଲିଲା ନାହିଁ।


ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ୍ ବର୍ଷ ମରୁ ଅଞ୍ଚଳରେ ଆଗେଇ ଆଣିଲେ ତୁମ୍ଭେମାନେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରି ନ ଥିଲା। ତୁମ୍ଭର ଜୋତା ମଧ୍ୟ ନଷ୍ଟ ହୋଇ ନ ଥିଲା।


“‘ତୁମ୍ଭମାନଙ୍କ ସନ୍ତାନଗଣ ଗ୍ଭଳିଶ୍ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣ କରିବେ ଓ ସେମାନେ ତୁମ୍ଭମାନଙ୍କର ଅବିଶ୍ୱସ୍ତତା ପାଇଁ ଯନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଗ୍ଭରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।


ଲୋକମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଏହି ମାନ୍ନା ଖାଇଲେ। ସେମାନେ ଏହି ମାନ୍ନା ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମାରେ ପହଞ୍ଚିବା ପର୍ଯ୍ୟନ୍ତ ସେମାନେ ମାନ୍ନା ଖାଇଲେ।


ମନେରଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ଯିବାର ସେ ମଧ୍ୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଦୀର୍ଘ ଗ୍ଭଳିଶ୍ ବର୍ଷ ଧରି ତୁମ୍ଭର ସହାୟ ହୋଇ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାନ୍ତି।’


Swiv nou:

Piblisite


Piblisite