Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:6 - ପବିତ୍ର ବାଇବଲ

6 “ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଦେଶ ମାନି ପାଳନ କରିବ ଓ ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 8:6
9 Referans Kwoze  

ଦେଖ, ଯେପରି ତୁମ୍ଭେ ସେହି ରାସ୍ତାରେ ଗ୍ଭଲ ଯେଉଁ ରାସ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଗ୍ଭଲିବା ପାଇଁ ଆଦେଶ ଦେଇଛନ୍ତି, ଯେଉଁଥିପାଇଁ ତୁମ୍ଭେମାନେ ସେହି ଦେଶରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସେଠାରେ ତୁମ୍ଭର ସର୍ବମଙ୍ଗଳ ହେବ।


ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।


ତେବେ ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ଦେଶରେ ଲୋକମାନେ ଯେତେକାଳ ବାସ କରିବେ, ସେତେଦିନ ପର୍ଯ୍ୟନ୍ତ ସେମାନେ ତୁମ୍ଭକୁ ଭୟ କରିବେ ଓ ତୁମ୍ଭକୁ ମାନିବେ।


କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କ ସେବା କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ଼ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି।


ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।


ତେଣୁ ତୁମ୍ଭେମାନେ ହୃଦୟର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା'ର ସନ୍ତାନଗଣଙ୍କୁ ଯେପରି ଅନୁଶାସିତ କରେ ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଅନୁଶାସିତ କରିଛନ୍ତି।


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକୁ ନେଇ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶିରେ, ଝରଣାରେ ଓ ଗଭୀର ଜଳସ୍ରୋତରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦେଇ ଝରିଯାଏ।


ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।


Swiv nou:

Piblisite


Piblisite