ଦ୍ଵିତୀୟ ବିବରଣ 9:10 - ପବିତ୍ର ବାଇବଲ10 ତା'ପରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ। ସମସ୍ତ ବାକ୍ୟ ଯାହା ସଭାଦିନରେ ପର୍ବତର ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଲେ, ତାହା ସବୁ ସେଠାରେ ଲିଖିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭ-ମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟପ୍ରମାଣେ ତହିଁରେ ଲେଖା ଯାଇଥିଲା। Gade chapit laଓଡିଆ ବାଇବେଲ10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖା ଯାଇଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା। Gade chapit la |
ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବେ। କାରଣ ତୁମ୍ଭେମାନେ ଏପରି କରିବାକୁ କହିଥିଲ। ଯେତେବେଳେ ତୁମ୍ଭେମାନେ ହୋରେବ ପର୍ବତ ନିକଟରେ ଏକତ୍ରିତ ହୋଇଥିଲ, ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲ। ଆମ୍ଭେ ଯେମନ୍ତ ମରୁ, ‘ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ବାକ୍ୟ ପୁନର୍ବାର ନ ଶୁଣୁ କିଅବା ଏହି ମହାଗ୍ନି ଆଉ ଯେପରି ନ ଦେଖୁ, ନଚେତ୍ ଆମ୍ଭେ ସବୁ ମରିଯିବୁ।’