ଦ୍ଵିତୀୟ ବିବରଣ 9:8 - ପବିତ୍ର ବାଇବଲ8 ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୋଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit laଓଡିଆ ବାଇବେଲ8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit la |
“‘କିନ୍ତୁ ଇସ୍ରାଏଲର ପୁତ୍ରଗଣ ମରୁଭୂମିରେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପଥରେ ଗ୍ଭଲିଲେ ନାହିଁ ଓ ମୋର ବ୍ୟବସ୍ଥା ସକଳ ଅଗ୍ରାହ୍ୟ କଲେ। ଯାହାକୁ ଯଦି ଜଣେ ମନୁଷ୍ୟ ଅନୁସରଣ କରେ, ତେବେ ସେ ବଞ୍ଚିବ। ଏବଂ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ମୋର କ୍ରୋଧ ଢାଳି ଦେବି ଓ ସେମାନଙ୍କୁ ବିନାଶ କରିବି।