ଉପଦେଶକ 1:1 - ପବିତ୍ର ବାଇବଲ1 ଏହି ବାକ୍ୟଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ଯିରୁଶାଲମର ରାଜା ଦାଉଦଙ୍କର ପୁତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା। Gade chapit laଓଡିଆ ବାଇବେଲ1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।