Biblia Todo Logo
Bib sou entènèt

- Piblisite -




ଉପଦେଶକ 1:11 - ପବିତ୍ର ବାଇବଲ

11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ୟତକାଳରେ ଯେଉଁମାନେ ଉତ୍ପନ୍ନ ହେବେ ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

Gade chapit la Kopi

ଓଡିଆ ବାଇବେଲ

11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

Gade chapit la Kopi




ଉପଦେଶକ 1:11
7 Referans Kwoze  

ଯେପରି ମୂର୍ଖର, ସେହିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରଣ ଭବିଷ୍ୟତରେ, ସମସ୍ତେ ବିସ୍ମୃତ ହୋଇ ଯାଇଥିବେ। ଜଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆଯିବ?


ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ। ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ। ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।


ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି, ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ। କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।


ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ। ଭବିଷ୍ୟତରେ କ’ଣ କ’ଣ ଘଟିବ, ତାହା ତୁମ୍ଭକୁ ଜଣାଉ।”


ଜଣେ ଲୋକ କହେ, “ଦେଖ, ଏହା ନୂଆ।” କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।


ତା'ପରେ ମୁଁ ଦେଖିଲି ଦୁଷ୍ଟ ଲୋକମାନଙ୍କୁ ଆଡ଼ମ୍ବରପୂର୍ଣ୍ଣ ଅନ୍ତିମ ସଂସ୍କାର ଦିଆଗଲା। ସେମାନଙ୍କୁ ପବିତ୍ର ସ୍ଥାନକୁ ନିଆଗଲା ଓ ସଂସ୍କାର କରାଗଲା। ଏବଂ ଯେଉଁମାନେ ଏହା କଲେ ସହରରେ ପ୍ରଂଶସିତ ହୋଇଥିଲେ। ଏହା ମଧ୍ୟ ଅର୍ଥହୀନ।


Swiv nou:

Piblisite


Piblisite