ଉପଦେଶକ 10:13 - ପବିତ୍ର ବାଇବଲ13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ମନ୍ଦ ପାଗଳାମୀ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ଉନ୍ମତ୍ତତା। Gade chapit laଓଡିଆ ବାଇବେଲ13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ। Gade chapit la |
କିନ୍ତୁ ସେମାନେ ସେହି ଗ୍ଭତୁର୍ଯ୍ୟ ପ୍ରଶ୍ନ ତିନି ଦିନରେ ବାହାର କରି ପାରିଲେ ନାହିଁ। ଚତୁର୍ଥ ଦିନରେ ସେମାନେ ଶାମ୍ଶୋନଙ୍କର ସ୍ତ୍ରୀଙ୍କୁ କହିଲେ, ଗ୍ଭତୁର୍ଯ୍ୟ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ତୁମ୍ଭେ ସ୍ୱାମୀଙ୍କୁ କୁହ, ନ ହେଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। “ତୁମ୍ଭେ ଆମ୍ଭମାନଙ୍କୁ ଗରିବ କରିବା ପାଇଁ ନିମନ୍ତ୍ରଣ କଲ କି?”