Biblia Todo Logo
Bib sou entènèt

- Piblisite -




ଉପଦେଶକ 10:7 - ପବିତ୍ର ବାଇବଲ

7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପଦଗତିରେ ଗମନ କରିବାର ଦେଖିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମୁଁ ଦାସମାନଙ୍କୁ ଅଶ୍ଵ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।

Gade chapit la Kopi

ଓଡିଆ ବାଇବେଲ

7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।

Gade chapit la Kopi




ଉପଦେଶକ 10:7
4 Referans Kwoze  

ମୂର୍ଖ ଲୋକ କେବେହେଲେ ଧନୀ ହୋଇ ପାରିବ ନାହିଁ। ଯେପରି ଅଧିପତି ଉପରେ ଦାସର କର୍ତ୍ତୃତ୍ୱ।


ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ।


ଦାସର ଭାର ଯେତେବେଳେ ସେ ରାଜତ୍ୱ କରେ, ମୂର୍ଖର ଭାର ଯେତେବେଳେ ସେ ଆହାରରେ ପରିତୃପ୍ତ।


ରାଜା ଗ୍ଭଲି ଗଲେ ଓ ତାଙ୍କ ପଛେ ପଛେ ସମସ୍ତ ଲୋକ ଗଲେ। ସେମାନେ ଶେଷ ମୁଣ୍ଡରେ ଥିବା ଗୃହରେ ଅଟକି ଗଲେ।


Swiv nou:

Piblisite


Piblisite