ଉପଦେଶକ 10:9 - ପବିତ୍ର ବାଇବଲ9 ଯେଉଁ ଲୋକ ଏକବଡ଼ ପଥର ଗଡ଼ାଏ, ସେ ତା'ଦ୍ୱାରା ଆଘାତ ପାଇବ। ପୁଣି ଯେ କାଠ ଚିରେ, ସେ ତାହା ଦ୍ୱାରା ଆପଦଗ୍ରସ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ। Gade chapit laଓଡିଆ ବାଇବେଲ9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। Gade chapit la |